ଭୁଶୁଡିଲା ନିର୍ମାଣାଧୀନ କମ୍ୟୁନିଟି ହଲ୍‌

 

ଗଞ୍ଜାମ,୬ା୧୨(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ.୬ ଓଡ଼ିଆ ଢ଼ାମଣା ସାହି ରାମଲିଙ୍ଗେଶ୍ୱର ମନ୍ଦିର ପରିସରରେ ନିର୍ମିତ କମ୍ୟୁନିଟି ହଲ୍‌ ନିମ୍‌ଟାଲ୍‌ ଲେବଲ ତାଜା ଗୁରୁବାର ଭୂଶୁଡି ପଡିଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ୱାର୍ଡବାସୀ ଅଭିଯୋଗ କରି ହୋହଲ୍ଲା କରିଥିଲେ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ନିମ୍ନମାନର କାମ ହୋଇଥିବା ସ୍ବୀକାର କରିଥିଲେ। ଏଥିପାଇଁ କନିଷ୍ଠ ଯନ୍ତ୍ରୀ ଦାୟୀ ବୋଲି ଲୋକେ କହିଥିଲେ। ଏନେଇ ୱାର୍ଡବାସୀ ଗଞ୍ଜାମ ଜିଲାପାଳଙ୍କୁ ଅବଗତ କରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ କନିଷ୍ଠ ଯନ୍ତ୍ରୀ ଲୋକନାଥ ପାଢ଼ୀଙ୍କୁ ପଚାରିବାରୁ ତାଜା ପଡ଼ିବାର କମ୍‌ ସମୟରେ ସେଣ୍ଟ୍ରି ବାହାର କରିଦେବାରୁ ଏହା ଭୁଶୁଡି ପଡିଲା ବୋଲି କହିଥିଲେ। ଏହି କମ୍ୟୁନିଟ ହଲ ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିବା କନିଷ୍ଠ ଯନ୍ତ୍ରୀ ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri