Posted inଖେଳ

ଭୁଶୁଡ଼ିଲା ଭାରତୀୟ ବ୍ୟାଟିଂ ଲାଇନ

ଓ୍ବେଲିଂଟନ,୩୧।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳର ବ୍ୟାଟିଂ ଲାଇନ ଭୁଶୁଡ଼ି ପଡ଼ିଛି। ଦଳ ୧୩ ଓଭରରେ ତା’ର ପ୍ରମୁଖ ୬ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହରାଇ ୯୭ ରନ୍‌ କରିଛି। କେବଳ ଲୋକେଶ ରାହୁଲ (୩୯)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଆଖିଦୃଶିଆ ପ୍ରଦର୍ଶନ କରିପାରି ନାହାନ୍ତି। ଅଧିନାୟକ ବିରାଟ କୋହଲି ୧୧, ଶିବମ ଦୁବେ ୧୨, ସଞ୍ଜୁ ସାମସନ ୮, ଶ୍ରେୟାସ ଆୟାର ୧ ରନ୍‌ କରି ଆଉଟ୍‌ ହୋଇଥିବାବେଳେ ଓ୍ବାଶିଂଟନ ସୁନ୍ଦର ଖାତା ଖୋଲିବାକୁ ସକ୍ଷମ ହୋଇ ନ ଥିଲେ। ମନୀଷ ପାଣ୍ଡେ ୧୪ ଓ ଶାର୍ଦ୍ଦୁଳ ଠାକୁର ୭ ରନ୍‌ କରି ଖେଳୁଛନ୍ତି। ଘରୋଇ ଦଳ ପାଇଁ ଲେଗ୍‌ ସ୍ପିନର ଇଶ ସୋଧି ସର୍ବାଧିକ ୩ ଉଇକେଟ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri