ଭୂକମ୍ପରେ ଫଶିଗଲେ ସଲମାନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡର ଭାଇଜାନ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ ଲୁଲିଆ ଭନ୍ତୁର ଭୂକମ୍ପରେ ଫଶିଯାଇଛନ୍ତି। ମଙ୍ଗଳବାର ଇଣ୍ଡୋନେସିଆରେ ୫.୭ ତିବ୍ରତାର ଭୂକମ୍ପ ହୋଇଥିଲା। ଏହି ସମୟରେ ଲୁଲିଆ ସେଠାରେ ଉପସ୍ଥିତ ଥିଲେ। ଭୂକମ୍ପ ହେଉଥିବାର ଏକ ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ବ୍ୟକ୍ତିଗତ କାମ ପାଇଁ ବାଲି ଯାଇଥିବା ଲୁଲିଆ ଭିଡିଓ ଶେୟାର କରି କହିଛନ୍ତି, ଆଜି ଈଶ୍ୱର ମୋତେ ବଞ୍ଚାଇଦେଲେ। ଭୂକମ୍ପର ସେଇ କିଛି ସେକେଣ୍ଡ ଭିତରେ ମୋ ମନ ଭିତରେ ହଜାର ହଜାର ଚିନ୍ତାଧାରା ପଶିଥିଲା। ତଥାପି ମୁଁ ସ୍ଥିର ରହି ସେଗୁଡିକୁ ଉପଭୋଗ କରିଥିଲି ବୋଲି ଲୁଲିଆ କହିଛନ୍ତି। ଏଥର କୌଣସି ଜୀବନହାନୀ ଘଟି ନ ଥିବାରୁ ଭଗବାନଙ୍କୁ ସେ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri