ଭେଡ଼େନରେ ମାସ୍କ ଧରପଗଡ଼

ଭେଡ଼େନ,୨୧୪ (ଡ଼ି.ଏନ.ଏ.): ବରଗଡ଼ ଜିଲା ଭେଡ଼େନଠାରେ ମଙ୍ଗଳବାର ପ୍ରଶାସନ ମାସ୍କ ପିନ୍ଧି ନ ଥିବା ଯାତ୍ରୀଙ୍କଠାରୁ ଫାଇନ ଆଦାୟ କରିଛି। ଭେଡ଼େନ ଟ୍ରେକର ଷ୍ଟାଣ୍ଡଠାରେ ତହସିଲଦାର ସୀମା ସବିତା କୁଲୁଙ୍କ ନେତୃତ୍ୱରେ ହୋଇଥିବା ଏହି ଧରପଗଡ଼ରେ ୩୦ ଜଣ ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କଠାରୁ ୬ହଜାର ଟଙ୍କା ଫାଇନ ଆଦାୟ କରାଯାଇଛି। କେବଳ ମାସ୍କ ନ ପିନ୍ଧିବା ନୁହଁ ଏହାସହ ସାମାଜିକ ଦୂରତ୍ୱ ନ ମାନିଲେ ତଥା ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ମଧ୍ୟ ଏପରି ଫାଇନ ଆଦାୟ କରାଯାଉଛି ବୋଲି ତହସିଲଦାର କୁଲୁ ପ୍ରକାଶ କରିଛନ୍ତି। ଏହି ଧରପଗଡ଼ରେ ଭେଡ଼େନ ଆରଆଇ ଥକିତ ନାୟକ, ଅମିନ ଦିନେଶ ସାହୁ ପୋଲିସ ହାବିଲଦାର ଏମ.ଏନ. ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri