ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍‌ ଲକ୍‌ ଡାଉନ୍‌ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି ା ପୋଲିସ ଟିମ୍‌ ଖୁଜେନପାଲିରେ କୁଷ୍ଠରୋଗୀମାନେ ରହୁଥିବା ସ୍ଥାନକୁ ଯାଇ ସେମାନଙ୍କୁ ରନ୍ଧା ଖାଦ୍ୟ ପରଶିଥିଲେ ା ଏହି କୁଷ୍ଠରୋଗୀମାନେ ବିଶେଷକରି ଭିକ୍ଷା ବୃତ୍ତି କରି ଦିନ କାଟିଥାନ୍ତି ା ଦୀର୍ଘ ୭ ଦିନ ହେଲା କରୋନା ଲକ୍‌ଡାଉନ୍‌କୁ ନେଇ ଏମାନେ କିଛି ଉପାର୍ଜନ କରି ନ ପାରି ଭୋକରେ ରହୁଥିବା ଖବର ପାଇବା ପରେ ପୋଲିସ ଟିମ୍‌ ଏଠାକୁ ପହଞ୍ଚତ୍ ସେମାନଙ୍କୁ ଖାଇବାକୁ ଦେଇଥିଲେ ା ସେହିପରି ସହର ଭିତରେ ବିଭିନ୍ନ ରାସ୍ତା ଓ ଗଳିର ଅଟକି ରହିଥିବା ଅସହାୟ ଓ ଯାଯାବରଙ୍କୁ ଖୋଜି ସେମାନଙ୍କୁ ଖାଇବା ବଣ୍ଟନ କରିଥିବା ଦେଖାଯାଇଛି ା ଏସପି ସନ୍ଦୀପ ମାଡକରଙ୍କ ନେତୃତ୍ୱରେ ବଲାଙ୍ଗୀର ପୋଲିସର ଏଭଳି ଅସହାୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ସହ ସେମାନଙ୍କ କର୍ତ୍ତବ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri