ଭୋକ ଉପାସରେ ବୁଲୁଛନ୍ତି ଅସହାୟ ବୃଦ୍ଧ

ଅତାବିରା,୪।୪(ଡିଏନଏ)- ବରଗଡ଼ ଜିଲା ଗୋଡଭଗା-ତୁରୁମ ରାସ୍ତାର ଉଦେପୁର ଛକରେ ଜଣେ ଅସହାୟ ବୃଦ୍ଧ ବୁଲାବୁଲି କରୁଥିବା ଦେଖିବାକୁ ମିଳିଛି। କିଛି କହିପାରୁ ନଥିବା ଯୋଗୁଁ ତାଙ୍କ ପରିଚୟ ମିଳି ପାରି ନ ଥିବାବେଳେ ସେ ଜଣେ ମାନସିକ ରୋଗୀ ହୋଇଥିବେ ବୋଲି ଅନୁମାନ କରାଯାଉଛି। ସେ ଭୋକିଲା ଥିବା ଜଣାପଡିଛି। ତେବେ ଏ ସମ୍ପର୍କରେ ସ୍ଥାନୀୟ ଦେଶଭଟଲି ପଞ୍ଚାୟତର ସରପଞ୍ଚ ଶର୍ମିଷ୍ଠା ସାହୁଙ୍କୁ ପଚାରିବାରୁ ସମ୍ପୃକ୍ତ ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଯୋଗାଣ ବ୍ୟବସ୍ଥା କରାଯିବ ଏବଂ ପରିଚୟ ମିଳିଲେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri