Posted inଫୁରସତ

ଭୋକ ହେଲେ ବିଦ୍ୟୁତ୍‌ ଖାଉଥିବା ମଣିଷ

ଭୋକ ହେଲେ ମଣିଷଠୁ ଆରମ୍ଭ କରି ଜୀବଜନ୍ତୁ ସମସ୍ତେ ଖାଦ୍ୟ ଖାଆନ୍ତି। ହେଲେ ଉତ୍ତର ପ୍ରଦେଶ, ମୁଜାଫରନଗରର ୪୨ ବର୍ଷୀୟ ନରେଶ କୁମାରଙ୍କୁ ଯେତେବେଳେ ଭୋକଲାଗେ ଓ ପାଖରେ କିଛି ଖାଇବାକୁ ନ ଥାଏ। ସେ କେମିତି ନିଜର ଭୋକ ମେଣ୍ଟାନ୍ତି ଯଦି ଜାଣିବେ ଚକିତ ନ ହୋଇ ରହିପାରିବେ ନାହିଁ। କାହିଁକି ନା ଡାକ୍ତର ବି ଏଭଳି କଥାକୁ ବିଶ୍ୱାସ କରିପାରୁ ନାହାନ୍ତି। ସେ କଭର୍‌ ନ ଥିବା ତାରକୁ ଧରି ବିଦ୍ୟୁତ୍‌ ସୁଇଚ୍‌ ଅନ୍‌ କରନ୍ତି। ଆଉ ତାଙ୍କ ଦେହରେ ପ୍ରବାହିତ ହୁଏ ବିଦ୍ୟୁତ୍‌। ଅଧଘଣ୍ଟା ପର୍ଯ୍ୟନ୍ତ ଏଭଳି ରହିବା ପରେ ଯାଇ ତାଙ୍କ ଦେହକୁ ଶକ୍ତି ଆସେ। ଆଉ ସେ ତାଜା ମନେ କରନ୍ତି। ଭୋକସମୟରେ ସେ ୧୧୦୦ ଭୋଲ୍ଟ ବିଦ୍ୟୁତ୍‌ ଛୁଇଁ ଶକ୍ତି ପାଆନ୍ତି। ୫ଟି ସନ୍ତାନର ବାପା ନରେଶ ସରକାରୀ ହସ୍ପିଟାଲରେ ପୋଷ୍ଟମର୍ଟମବେଳେ ଡାକ୍ତରଙ୍କୁ ସାହାଯ୍ୟ କରିବା କାମ କରନ୍ତି। ତେବେ ନିଜ ଭିତରେ ଥିବା ଏହି ଅଦ୍ଭୁତ ବିଶେଷତା ସମ୍ପର୍କରେ ସେ ୬ ବର୍ଷ ପୂର୍ବେ ଜାଣିବାକୁ ପାଇଲେ। ଯେତେବେଳେ ସେ ହଠାତ୍‌ ଜୀବନ୍ତ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ହେଲେ ତାଙ୍କର କୌଣସି କ୍ଷତି ହେଲାନାହିଁ। ତା’ପରଠାରୁ ତାଙ୍କ ଦୁନିଆ ବଦଳିଗଲା। ବିଦ୍ୟୁତ୍‌ ପ୍ରତି ତାଙ୍କର ଭୟ ରହିଲା ନାହିଁ। ସବୁଠୁ ଚର୍ଚ୍ଚାର ପାତ୍ର ପାଲଟିଗଲେ। ହେଲେ ତାଙ୍କ ପରିବାର ଲୋକେ ଭୟ କରନ୍ତି ତାଙ୍କର ଏହି ଅଦ୍ଭୁତ ଶକ୍ତି ପାଇଁ। ନିଜକୁ ବି ସେମାନେ ସୁରକ୍ଷିତ ମନେକରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri