ବନ୍ତ,୧୨।୧୧(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଦୋଳପଦି ଓ ମଙ୍ଗୁଲି ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସୋମବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ରବିବାର ରାତିରେ ଖାଇଥିବା ବଡ଼ଓଷା ଭୋଗର ପାର୍ଶ୍ୱପ୍ରତିକ୍ରିୟା ଯୋଗୁ ଏମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି ବୋଲି ଡା. ମନୋଜ ପତି କହିଛନ୍ତି।
ଦୋଳପଦି ଗ୍ରାମର ଦୁଇଜଣଙ୍କୁ ପ୍ରଥମେ ଜ୍ୱର ଆସି ଝାଡ଼ା ଓ ବାନ୍ତି ହୋଇଥିଲା। ସେମାନେ ସନ୍ଧ୍ୟାରେ ଡାକ୍ତରଖାନାକୁ ଆସିଥିଲେ। ପରେ ଅନ୍ୟମାନେ ଆକ୍ରାନ୍ତ ହୋଇଥିଲେ। ସେହିପରି ପଡ଼ୋଶୀ ଗ୍ରାମ ମଙ୍ଗୁଲିର ୩ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଡାକ୍ତର କହିଛନ୍ତି। ଆଗରପଡ଼ା ବ୍ୟତୀତ ଅନ୍ୟ ଡାକ୍ତରଖାନାକୁ କେତେକ ଆକ୍ରାନ୍ତ ଚିକିତ୍ସା ପାଇଁ ଯାଇଛନ୍ତି। ଖବର ପାଇ ଏକ ଡାକ୍ତରୀଦଳ ଗଁାକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ବ୍ଲିଚିଂ ଓ ହାଲୋଜିନ ବଟିକା ବ୍ୟବହାର ପାଇଁ ମାଗଣାରେ ପ୍ରଦାନ କରିଛନ୍ତି।
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…
ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…
Archives

