ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ ଉପରେ ସାପ ଗୁଡାଇ ହୋଇ ଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ସ୍ନେକ୍‌ ହେଲପ୍‌ ଲାଇନ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ କର୍ମଚାରୀ ସଂଗ୍ରାମ ଓ ତାଙ୍କ ସହଯୋଗୀ ଘଟଣାସ୍ଥଳରେ ପହଞ୍ଚି ସାପକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri