ଭୋଡାଫୋନ୍‌କୁ ରିଫଣ୍ଡ ଲାଗି ଆଇଟି ବିଭାଗକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୪: ୨୦୧୪-୧୫ ଆସେସମେଣ୍ଟ ବର୍ଷରେ ଭୋଡାଫୋନକୁ ୭୩୩ କୋଟି ଟଙ୍କାର ରିଫଣ୍ଡ ପ୍ରଦାନ କରିବା ଲାଗି ସୁପ୍ରିମକୋର୍ଟ ଆୟକର ବିଭାଗ(ଆଇଟି)କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୪-୧୫ ଠାରୁ ୨୦୧୭-୧୮ ଯାଏ ୪୭୫୯.୦୭ କୋଟି ଟଙ୍କାର ରିଫଣ୍ଡ ଦେବା ଲାଗି ଭୋଡାଫୋନ ପକ୍ଷରୁ ଦାବି ହୋଇଥିଲେ। ଏହି ମାମଲାର ଶୁଣାଣିକରି ସର୍ବୋଚ୍ଚ ନ୍ୟାୟାଳୟ ୨୦୧୪-୧୫ର ରିଫଣ୍ଡ ରାଶି ଦେବାକୁ କହିଛନ୍ତି। ୪ ସପ୍ତାହ ମଧ୍ୟରେ ରିଫଣ୍ଡ ରାଶି ପ୍ରଦାନ ନେଇ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri