Posted inଜାତୀୟ

ଭୋପାଳ ଲୋକ ସଭା ଆସନ: ମତଦାନ କରିବେ ରାଫାଲ-ମିଗ୍‌-ମିରାଜ୍‌

ଭୋପାଳ,୧।୫: ମଧ୍ୟପ୍ରଦେଶର ଭୋପାଳ ଲୋକ ସଭା ଆସନରେ ଷଷ୍ଠ ପର୍ଯ୍ୟାୟର ମତଦାନ କରାଯିବ। ଚଳିତ ଥର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ପାଇଁ ରାଫାଲ, ମିଗ୍‌ ଏବଂ ମିରାଜ୍‌ ଏଠାରେ ଭୋଟ ଦେବେ। ଏଠାରେ ରାଫାଲ ନାମଧାରୀ ୪ଜଣ, ମିଗ୍‌ ନାମଧାରୀ ୭ ଏବଂ ମିରାଜ୍‌ ନାମ ଥିବା ୧୧ ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରିବେ। ରାଜଧାନୀ ଭୋପାଳରେ ୨୧ ଲକ୍ଷ ୪୧ ହଜାରରୁ ଅଧିକ ଭୋଟର ଅଛନ୍ତି। ଏଠାରେ ମେ ୧୨ରେ ମତଦାନ କରାଯିବ। ତେବେ ଏଠାରେ ରାଫାଲ-ମିଗ୍‌-ମିରାଜ୍‌ ନାମଧାରୀ ବ୍ୟକ୍ତି ଭୋଟ ଦେଉଥିବାରୁ ସୋସିଆଲ୍‌ ମିଡ଼ିଆରେ ଆରମ୍ଭ ହୋଇଛି ଚର୍ଚ୍ଚା।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri