Posted inଜାତୀୟ

ଭୋପାଳ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦେଶର ରାଷ୍ଟ୍ରପତିଙ୍କ ନାମ ଅଜଣା

ଭୋପାଳ,୮।୭: ମଧ୍ୟପ୍ରଦେଶ ଭୋପାଳରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ପଦ୍ଧତିରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ଜାରି ରହିଛି। ଏନେଇ ଭୋପାଳ ଜିଲାପାଳ ତରୁଣ ପିଥୋଡେଙ୍କ ଯୋଜନା ଅନ୍ତର୍ଗତ ଅବସର ଗ୍ରହଣ କରିଥିବା ସରକାରୀ ଅଫିସର ବିଭିନ୍ନ ସ୍କୁଲକୁ ପଢ଼ାଇବାକୁ ଯାଉଛନ୍ତି। ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ମାଲା ଶ୍ରୀବାସ୍ତବ ସୋମବାର ଓଲଡ୍‌ କ୍ୟାମ୍ପିୟନ୍‌ ସ୍କୁଲରେ ପାଠ ପଢ଼ାଉଥିବା ସମୟରେ ଛାତ୍ରୀଛାତ୍ରଙ୍କୁ ଭାରତର ରାଷ୍ଟ୍ରପତିଙ୍କ ନାମ ପଚାରି ଥିଲେ। ତେବେ ଛାତ୍ରୀଛାତ୍ରମାନେ ଏହାର ଉତ୍ତର ଜାଣି ନ ଥିବା କହିଥିଲେ। ମାଲା ଏନେଇ ଦୁଃଖ ପ୍ରକାଶ କରିବା ସହିତ ନିଜର ସାଧାରଣ ଜ୍ଞାନ ଦକ୍ଷତା ବଢ଼ାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ନିୟମିତ ଖବର କାଗଜ ପଢ଼ିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri