ଭ୍ରମରେ ରୁହନ୍ତୁନି ଯୁବବର୍ଗ; ବୟସ୍କଙ୍କ ଭଳି ସେମାନଙ୍କ ଉପରେ ବି କରୋନା ସଙ୍କଟ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ, ୨୧।୩: ବୟସ୍କଙ୍କ ଭଳି ଯୁବବର୍ଗଙ୍କ କ୍ଷେତ୍ରରେ ବି କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଯୁବବର୍ଗ ଭ୍ରମରେ ନ ରହି ଆବଶ୍ୟକ ସଚେତନତା ଏବଂ ପରିଷ୍କର ପରିଚ୍ଛନ୍ନତାକୁ ଗୁରୁତ୍ୱଦେବାର ଆକଶ୍ୟକତା ରହିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଡ.ଟେଡ୍ରୋସ୍‌ ଅଧାନୋମ୍‌ ଘେବ୍ରେଇସସ୍‌ ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ଯୋଗୁ ଡବ୍ଲ୍ୟୁଏଚ୍‌ଓରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟକର୍ମୀ ଏବଂ କିଛି ଲ୍ୟାବ୍‌ରେ ଏବେ ଭିଡ଼ କମ୍‌ ରହିଛି। ସୂଚନାଯୋଗ୍ୟ, ଡବ୍ଲ୍ୟୁଏଚ୍‌ଓର ପୃଥିବୀ ବ୍ୟାପି ୧୫ ଲକ୍ଷରୁ ଅଧିକ ଟେଷ୍ଟ ଲ୍ୟାବ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri