ଭ୍ରାମ୍ୟମାଣ ଭ୍ୟାନରେ ଦିଆଗଲା ସହାୟତା ରାଶି

ପାଟଣା,୧୯।୪(ସ୍ବ.ପ୍ର.)-ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ଅଗ୍ରଣୀ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ, ସ୍ବାମ ପାଟଣା ତରଫରୁ ଶନିବାର ଭ୍ରାମ୍ୟମାଣ ଭ୍ୟାନ ଯୋଗେ ବ୍ୟାଙ୍କ ଅଧିକାରୀ ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ ଉଜ୍ବଳା ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆସିଥିବା କରୋନା ସହାୟତା ଅର୍ଥ ରାଶି ଯୋଗାଇ ଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ କେନ୍ଦୁଝର ବ୍ୟାଙ୍କ ଅଫ ଇଣ୍ଡିଆର ଆଞ୍ଚଳିକ ପ୍ରବନ୍ଧକ ସୌନ୍ଦର୍ଯ୍ୟ ଭୂଷଣ ସାହାଣୀ ଓ ପାଟଣା ଶାଖା ପରିଚାଳକ ଗୋବିନ୍ଦ ସାହୁଙ୍କ ତତ୍ତ୍ୱାବଧାନରେ ୧୦ ଟି ସର୍ଭିସ ଗ୍ରାମର ୧୮୧ ଜଣ ବୃଦ୍ଧ, ମହିଳା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଯୋଗାଇ ଦିଆଯାଇଛି। ସୂଚନା ଯୋଗ୍ୟ ଯେ, କରୋନା ସକାଶେ ଦେଶ ଲକ ଡାଉନ ରହିଥିବା ବେଳେ ଗ୍ରାହକଙ୍କୁ ବ୍ୟାଙ୍କକୁ ନ ଆସି କେନ୍ଦ୍ରସରକାରଙ୍କର କରୋନା ସହାୟତା ରାଶି ଘର ମୁଁହ ରେ ଯୋଗାଇ ଦେବାକୁ ବ୍ୟାଙ୍କ ଅଫ ଇଣ୍ଡିଆର ଏହି ପ୍ରୟାସ ବୋଲି ଶାଖା ପରିଚାଳକ ଗୋବିନ୍ଦ ସୂଚନା ଦେଇଛନ୍ତି। ହିତାଧିକାରୀଙ୍କୁ ଉଜ୍ବଳା ଯୋଜନାରେ ୮୦୪ ଟଙ୍କା ଓ ଜନଧନ ଯୋଜନା ରେ ୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri