ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ନିଖୋଜ ଅଛନ୍ତି ଓ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ପାଖାପଖି ୨୭ ହଜାର ୩୮୦ ପୋଲିସ କର୍ମୀ ନିୟୋଜିତ ହୋଇଥିବା ବେଳେ ଅନ୍ୟ ଉଦ୍ଧାରକାରୀ ଦଳ ମଧ୍ୟ ରହିଛନ୍ତି। ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri