ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା। ଏହା ଏକ ମଜାଦାର ପାରିବାରିକ ମନୋରଞ୍ଜନଧର୍ମୀ ଫିଲ୍ମ। ଦର୍ଶକଙ୍କୁ କିନ୍ତୁ ଏହି ଫିଲ୍ମ ଦେଖିବାକୁ ଏବେ ଅପେକ୍ଷା କରିବାକୁ ପଡ଼ିବ। କାରଣ ଫିଲ୍ମ ରିଲିଜ୍‌ ଡେଟ୍‌ରେ ପରିବର୍ତ୍ତନ କରାଯାଇଛି। ‘ଧୁରନ୍ଧର ୨’ର ଆୟ ଏବଂ କ୍ରେଜ ଯୋଗୁ ରିଲିଜ୍‌ ତାରିଖରେ ପରିବର୍ତ୍ତନ କରାଯାଇଛି। ପ୍ରଯୋଜକ ଅକ୍ଷୟ କୁମାର ‘ଧୁରନ୍ଧର ୨’ ସଫଳତାରେ ଭୟଭୀତ ହୋଇ ଏପରି ପଦକ୍ଷେପ ନେଇଥିବା ଚର୍ଚ୍ଚା ହେଉଛି। ପ୍ରଥମେ ଏପ୍ରିଲ ୧୦ରେ ମୁକ୍ତିଲାଭ କରିବାକୁ ସ୍ଥିର ହୋଇଥିବାବେଳେ ଫିଲ୍ମଟି ଏବେ ଏପ୍ରିଲ ୧୭ରେ ରିଲିଜ୍‌ ହେବ। ଏହାସହ ‘ଧୁରନ୍ଧର ୨’ ଭଳି ‘ଭୂତ ବଙ୍ଗଳା’ ମଧ୍ୟ ପ୍ରେକ୍ଷାଳୟରେ ଆଗୁଆ ଦେୟଯୁକ୍ତ ପ୍ରିଭ୍ୟୁ ୧୬ ଏପ୍ରିଲ ରାତି ୯ଟାରେ ଆରମ୍ଭ ହେବ।

ବାଲାଜୀ ମୋସନ ପିକଚର୍ସ, କେପ ଅଫ ଗୁଡ ଫିଲ୍ମ ସହିତ ମିଶି ‘ଭୂତ ବଙ୍ଗଳା’ ନିର୍ମାଣ କରାଯାଇଛି। ଏଥିରେ ଅକ୍ଷୟ କୁମାର, ଭାମିକା ଗବ୍ବି, ପରେଶ ରାୱଲ, ତବୁ, ରାଜପାଲ ଯାଦବ, ଜିଶୁ ସେନଗୁପ୍ତା ଏବଂ ମିଥିଳା ପାଲକର ଅଭିନୟ କରିଛନ୍ତି। ଏହି ଫିଲ୍ମଟି ପ୍ରିୟଦର୍ଶନଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ଅକ୍ଷୟ କୁମାର, ଶୋଭା କପୁର ଏବଂ ଏକତା ଆର. କପୁରଙ୍କ ଦ୍ୱାରା ପ୍ରଯୋଜିତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri