ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ପରିବାରର ୬ ବଖରା

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏଥିରେ ରଞ୍ଜୁ ବେହେରା, ଅମ୍ବିକା ବେହେରା ଓ ଦ୍ରୌପଦୀ ବେହେରାଙ୍କ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ଖବରପାଇ ଭଞ୍ଜନଗର ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଏହି ଅଗ୍ନିକାଣ୍ଡ କିପରି ଘଟିଲା ଏଯାବତ୍‌ ସେନେଇ କିଛି ଖବର ମିଳିପାରି ନାହିଁ। ରବିବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ସହାୟତା ଯୋଗାଇ ଦେବା ପାଇଁ ବ୍ୟବସ୍ଥା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri