ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଭଦ୍ରକ ଅଫିସ, ୧୨।୧: ଭଦ୍ରକ ଜିଲା ଧାମନଗର ବ୍ଲକ ଇଚ୍ଛାପୁର ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦୁର୍ଯ୍ୟୋଧନ ରାଉତଙ୍କ ୪ ବଖରା ସମେତ ଘରର ସମସ୍ତ ଆସବାବପତ୍ର ଜଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri