ଭୟ ନାହିଁ,ଏପ୍ରିଲ୍‌ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !

ଓ୍ବାଶିଂଟନ,୨୧।୩: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା ଦେଇଥିଲା। ଏହାଯୋଗୁ ପୃଥିବୀରେ ଡାଏନୋସୋରସ୍‌ ବଂଶ ଧ୍ୱଂସ ହୋଇଯାଇଥିଲା। ଏବେ ଏହାର ପୁନରାବୃର୍ତ୍ତି ହେବ ବୋଲି ଗୁଜବ ସୃଷ୍ଟି ହୋଇଥିଲା। ଏହି ଗ୍ରହାଣୁପିଣ୍ଡ ପୃଥିବୀକୁ ପ୍ରାୟ ୮୩ କିଲୋମିଟର ଦୂରରେ ଅତିକ୍ରମ କରିବ। ତେବେ ୨୦୭୯ ଏପ୍ରିଲ ୧୬ରେ ଏହା ମାତ୍ର ୧୮ କିଲୋମିଟର ଦୂରରେ ପୃଥିବୀକୁ ଅତିକ୍ରମ କରିବ। ଏହାଯୋଗୁ ସେତେବେଳେ ହୁଏତ ସଙ୍କଟ ସୃଷ୍ଟି ହୋଇପାରେ ବୋଲି ମହାକାଶ ବିଜ୍ଞାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri