ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ କରିଥିବା ଜଣାପଡ଼ିଛି। ଯାତ୍ରୀ ଜଣକ ହେଲେ ଇର୍ସାଦ ଅଲ୍ଲୀ(୨୦)। ବିମାନଟି ହାଇଦ୍ରାବାଦରୁ ଗୌହାଟୀ ଯାଉଥିବାବେଳେ ମଝି ଆକାଶରେ ଇର୍ସାଦ ସିଟ୍‌ ବେଲ୍ଟ କାଢ଼ିବା ସହ ବିମାନର ଦ୍ୱାର ଖୋଲିବା ପାଇଁ ଚେଷ୍ଟା କରିଥିଲେ। ଫଳରେ ବିମାନରେ ଥିବା ଅନ୍ୟ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଇର୍ସାଦଙ୍କ ସହ ତାଙ୍କର ଜଣେ ବନ୍ଧୁ ଯାତ୍ରା କରୁଥିଲେ। ତାଙ୍କୁ ପଚରାଯିବାରୁ ସେ ଘରକୁ ଯିବାକୁ ଚାହୁଁଥିବା ପ୍ରକାଶ କରିଥିଲେ। ବାଧ୍ୟ ହୋଇ ବିମାନଟିକୁ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା। ଇର୍ସାଦଙ୍କୁ ଏୟାରପୋର୍ଟ ପୋଲିସ ଜିମା ଦେବା ସହ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ବିମାନଟି ତା’ର ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri