Posted inଫୁରସତ

ମଝି ରାସ୍ତାରେ ଅଟୋରେ ଷ୍ଟଣ୍ଟ କରୁଥିଲେ ଯୁବକ , ପରେ ଯାହା ଘଟିଲା ଭୁଲିଯାଇଥିବେ ଏମିତି କିଛି କରିବାକୁ

ପ୍ରତ୍ୟେକ ଦିନ ସୋସିଆଲ ମଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ତେବେ ଆଜିର ଯୁବପିଢ଼ି ରିଲ୍‌ ନିଶାରେ ଏତେ ପାଗଳ ଯେ, ସେମାନେ ନିଜ ଜୀବନ ସହ ଅନ୍ୟ ଜୀବନକୁ ବିପଦରେ ପକାଇବାକୁ ପଛାନ୍ତି ନାହିଁ। ଏହି ଭିଡିଓରେ ଦିଲ୍ଲୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଅଟୋରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳୁଛି। ଯେଉଁଥିରେ ଏକ ସାଇକେଲ୍‌ ଚାଳକ ତଳେ ପଡିଯାଇଛନ୍ତି। ଯୁବକ ଜଣଙ୍କ ଅଟୋକୁ ଧରି ଠିଆ ହୋଇ ଏମିତି ହାତ ହଲାଉଥିଲେ ଯେ, ତାଙ୍କ ହାତ ବାଜି ଜଣେ ସାଇକେଲ୍‌ ଆରୋହୀ ମଝି ରାସ୍ତାରେ ପଡ଼ିଯାଇଥିଲେ। ଏହି ଭିଡିଓ ଭାଇରାଲ ପରେ ଲୋକେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ତେବେ ଦିଲ୍ଲୀ ପୋଲିସ ଅଟୋଟିକୁ ଜବତ କରି ୩୨ ହଜାର ଚାଲାଣ କାଟିଛିି।

 


Enter your email to get our daily news in your inbox.

All Right Reserved By Dharitri.Com

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁର, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁର। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri