ମଝି ସିଟ୍‌ ଖାଲି ରଖିବାକୁ ବିମାନ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୬: ବର୍ତ୍ତମାନ କରୋନା ମାମଲା ବଢୁଥିବାରୁ ସରକାର ଏହାକୁ ନଜରରେ ରଖି କଟକଣା କୋହଳ କରିଥିଲେ ମଧ୍ୟ ସତର୍କତା ଅବଲମ୍ବନ କରୁଛନ୍ତି। ମେ ମାସ ୨୫ ପରଠାରୁ ସାରା ଦେଶରେ ଘରୋଇ ବିମାନ ଉଡ଼ାଣକୁ ଅନୁମତି ମିଳିଛି। ଏଭଳି ସ୍ଥିତିରେ ବିମାନ ମଧ୍ୟରେ ମଝି ସିଟିକୁ ଖାଲି ରଖିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କମ୍ପାନୀଗୁଡିକୁ ନିର୍ଦ୍ଦେଶ ରହିଛି। ଅଧିକ ପାସେଞ୍ଜର ଲୋଡ୍‌ ରହିବା କ୍ଷେତ୍ରରେ ଯଦି କମ୍ପାନୀ ମଝି ସିଟ୍‌କୁ ବ୍ୟବାହାର କରନ୍ତି ତେବେ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ କୁହାଯାଇଛି। ଏଥିଲାଗି ୩ ଲେୟାର ବିଶିଷ୍ଟ ଫେସ୍‌ ମାସ୍କ, ଫେସ୍‌ ସିଲ୍ଡ ବ୍ୟବହାର କରିବାକୁ ଡିଜିସିଏ ଏୟାର ଅର୍ଡରରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri