Posted inଜାତୀୟ

ମତଭେଦ ଯୋଗୁ ଆଉ ହେବନି ଝଗଡ଼ା: ମୋଦି

ମାମଲ୍ଲାପୁରମ୍‌,୧୨।୧୦: ପରସ୍ପର ମଧ୍ୟରେ ଥିବା ମତଭେଦ ଯୋଗୁ ଏବେ ଆଉ ଭାରତ-ଚାଇନା ମଧ୍ୟରେ ଅଯଥା ଝଗଡ଼ା ହେବନି। ଗତ ଦୁଇ ହଜାର ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ପୃଥିବୀର ଖ୍ୟାତି ସମ୍ପନ୍ନ ଆର୍ଥିକ ଶକ୍ତି ଭାବେ ଉଭା ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ସମ୍ପର୍କ ସୁଧାର କାର୍ଯ୍ୟ ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଏବଂ ଉପସ୍ଥିତି ପ୍ରତିନିଧିମଣ୍ଡଳୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ଏହା ପୂର୍ବରୁ କୋଭ୍‌ ରିଜେଣ୍ଟରେ ଦୁଇ ନେତା ପ୍ରାୟ ୫୦ ମିନିଟ୍‌ ଆଲୋଚନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri