ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ

ଅତାବିରା,୬।୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍‌. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଭେଡେନ୍‌ ବ୍ଲକ ଅନ୍ତର୍ଗତ ଡାଲବ ଗ୍ରାମରେ ମାଛଚାଷ ପାଇଁ ମୋ ପୋଖରୀ ଯୋଜନାରେ ଖୋଲା ଯାଇଥିବା ପୋଖରୀକୁ ବୁଲି ଦେଖିଥିଲେ। ପରିଦର୍ଶନ ସମୟରେ ତାଙ୍କ ସହିତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଦୌଲତ ଚନ୍ଦ୍ରକାର, ଜିଲା ମତ୍ସ୍ୟ ଅଧିକାରୀ ଫିଲିସିତା ଲାକ୍ରା, ଭେଡେନ୍‌ ବିଡିଓ ମୁରଲୀଧର ନାଏକ, ଜିଲା କୃଷି ବିଭାଗର ବୀରେନ ଛୁରିଆ, ସୀତାଂଶୁ ଶେଖର ବେହେରା, ଭେଡେନ ସିଡିପିଓ ଝୁନୁରାଣୀ ପାତ୍ର, ସୁପରଭାଇଜର ଅନିତା ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ। ମତ୍ସ୍ୟ ଚାଷ ପାଇଁ ଚାଷୀଙ୍କୁ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ ପାଇଁ ମତ୍ସ୍ୟ ସଚିବ ଉପସ୍ଥିତ ଅଧିକାରୀମାନଙ୍କୁ ତାଗିଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri