ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା ଲେଖାଏଁ ଘର ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହିତ ପ୍ରାୟ ୮୦ ରୁ ୯୦ ହଜାର ଟଙ୍କାର ଜିନିଷପତ୍ର ନଷ୍ଟ ହୋଇଥିବା ଅଗ୍ନିଶମ ବିଭାଗ କର୍ମଚାରୀ ସୂଚନା ଦେଇଥିଲେ। ଅଗ୍ନିକାଣ୍ଡ ଖବର ଶୁଣି ପୋଲସରା ଅଗ୍ନିଶମ କେନ୍ଦ୍ରର ମୁଖ୍ୟ ଆଗ୍ନେୟକ ରାଜେନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri