ମଦଦୋକାନରେ ଚଢ଼ାଉ

ପୁରୁଷୋତ୍ତମପୁର,୨୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରର ବିଭିନ୍ନ ସ୍ଥାନରେ ଥିବା ଦେଶୀ ଓ ବିଦେଶୀ ମଦ ଦୋକାନ ଉପରେ ବୁଧବାର ରାତିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ଅତର୍କିତ ଭାବେ ଚଢ଼ାଉ କରି ଯାଞ୍ଚ କରିଛନ୍ତି। ଏହାକୁ ନେଇ ମଦ ବେପାରୀଙ୍କ ମଧ୍ୟରେ ଛନକା ପଶିଥିବା ବେଳେ ସାଧାରଣରେ ବିଭିନ୍ନ ଚର୍ଚ୍ଚା ହେଉଛି। ସହରର ବିଭିନ୍ନ ସ୍ଥାନରେ ଖୋଲାଖୋଲି ମଦ କାରବାର ଚାଲିଛି। ପୁରୁଷୋତ୍ତମପୁର ସହର ମୁଖ୍ୟ ଗୋପାଳ ବନ୍ଦ ଛକ ଓ କାଳୀମନ୍ଦିର ଛକ ନିକଟରେ ଥିବା ଦେଶୀ ଓ ବିଦେଶୀ ମଦ ଦୋକାନ ସମ୍ମୁଖ, ଟେଲିଫୋନ ଏକ୍ସଚେଞ୍ଜ ନିକଟରେ ମଦ୍ୟପଙ୍କ ଆଡ୍ଡା ଜମୁଛି। ଏହି ରାସ୍ତା ଦେଇ ପୋଲିସ ଓ ଅବକାରୀ ବିଭାଗୀୟ ଅଧିକାରୀମାନେ ଯିବା ଆସିବା କରୁଥିଲେ ମଧ୍ୟ କେହି ହେଲେ ଏହାକୁ ରୋକିବା ଲାଗି ପଦକ୍ଷେପ ନେଉନାହାନ୍ତି । ହଠାତ୍‌ ରାତି ଅଧିଆ ମଦ ଦୋକାନରେ ଚଢ଼ାଉ କରାଯିବା ଲୋକ ଦେଖାଣିଆ ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri