ମଦଦୋକାନ ଉଚ୍ଛେଦ ନେଇ ତେଜିଲେ ମହିଳା, କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମରର ବେଆଇନ ମଦଦୋକାନଗୁଡିକୁ ଉଚ୍ଛେଦ ଦାବିରେ ମହିଳାମାନେ ଭବାନୀପାଟଣା ଅବକାରୀ ଅଧ୍ୟୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ବୟଂସହାୟକ ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ଦାବିପତ୍ର ପ୍ରଦାନ କରିଥିଲେ। ପତ୍ରରେ ଗ୍ରାମରେ ସ୍କୁଲ ସାମ୍ନାରେ, ମୁଖ୍ୟ ଛକରେ ଓ ବିଭିନ୍ନ ସ୍ଥାନରେ ମୋଟ ୬ ଗୋଟି ମଦ ଦୋକାନ ବେଆଇନ ଭାବେ ଚାଲୁଥିବାରୁ ଭିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ମଦ ପିଇ ଅସାମାଜିକ ଲୋକମାନେ ନାନା ବିଶୃଙ୍ଖଳା ସୃଷ୍ଟି କରିବା ସହ ମହିଳାମାନଙ୍କ ପ୍ରତି ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି । ଫଳରେ ଗାଁରେ ଝିଅ ଭଉଣୀମାନେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ଗତ ୧୭ ତାରିଖରେ ଗାଁର ମହିଳା ସ୍ବୟଂସହାୟକ ଗୋଷ୍ଠୀ ପକ୍ଷରୁ ଏକ ସଭା କରାଯାଇ ପରଲସିଙ୍ଗାକୁ ମଦମୁକ୍ତ ଗ୍ରାମ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏ ସମ୍ପର୍କରେ ମଦଦୋକାନଗୁଡିକୁ ସୂଚନା ଦିଆଯାଇଥିଲା। ମଦ ଦୋକାନୀମାନେ ଏଥିପାଇଁ କିଛି ସମୟ ମାଗିଥିଲେ। ମାତ୍ର ଏପର୍ଯ୍ୟନ୍ତ ଗାଁରେ ମଦ ବିକ୍ରି ଚାଲୁଛୁ। ମହିଳା ସ୍ବୟଂସହାୟକ ଗୋଷ୍ଠୀ ଓ ମଦ ବିରୋଧୀ ଗ୍ରାମବାସୀ ବେଆଇନ ମଦ ଦୋକାନଗୁଡିକୁ ବନ୍ଦ କରିବା ପାଇଁ ଅବକାରୀ ଅଧ୍ୟୀକ୍ଷକଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଏ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ବାଧ୍ୟ ହୋଇ ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri