Posted inଜାତୀୟ

ମଦୁରାଇରେ ମଲ୍ଲୀ ଫୁଲର ଦାମ୍‌ ୩ହଜାର ଟଙ୍କା

ମଦୁରାଇ,୩।୧୨: ତାମିଲନାଡୁର ମଦୁରାଇରେ ଏବେ ମଲ୍ଲୀ ଫୁଲର କିଲୋ ପିଛା ଦାମ୍‌ ୩ ହଜାର ଟଙ୍କା ଛୁଇଁଛି। ଅଦିନିଆ ବର୍ଷା ଯୋଗୁ ମଲ୍ଲୀ ଫୁଲର ଦରବୃଦ୍ଧି ହୋଇଥିବା ବ୍ୟବସାୟୀମାନେ କହିଛନ୍ତି। ଶ୍ରବଣ କୁମାର ନାମକ ଜଣେ ବ୍ୟବସାୟୀ କହିଛନ୍ତି ଗତ ୨ ସପ୍ତାହ ହେବ ମଲ୍ଲୀ ଫୁଲର କିଲୋ ପିଛା ଦାମ୍‌ ୧୫ଶହରୁ ୧୮ଶହ ଟଙ୍କା ମଧ୍ୟରେ ରହୁଥିଲା। ହେଲେ ମଙ୍ଗଳବାର ହଠାତ୍‌ ଏହାର ଦାମରେ ବୃଦ୍ଧି ଘଟି ୩ ହଜାର ଟଙ୍କାରେ ପହଞ୍ଚିଛି। ସୂଚନାଯୋଗ୍ୟ, ବିବାହ ଋତୁ ସହ ଏପଟେ ଉତ୍ପାଦନ କମ୍‌ ଥିବାରୁ ଗ୍ରାହକଙ୍କ ଡିମାଣ୍ଡକୁ ଦେଖି ମଲ୍ଲୀ ଫୁଲର ଦାମ୍‌ ଏପରି ବୃଦ୍ଧି ପାଇଛି ବୋଲି କୁହାଯାଉଛି। ବିଶେଷ କରି କେବଳ ବିବାହ ନୁହେଁ ତାମିଲନାଡୁର ଲୋକେ ମଲ୍ଲୀ ଫୁଲକୁ ନିତିଦିନ ଜୀବନରେ ମଧ୍ୟ ବହୁଳ ଭାବେ ବ୍ୟବହାର କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri