ମଦ୍ରାସା ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଚଳିତ ବର୍ଷ ମାଦ୍ରାସାର ବିଭିନ୍ନ ବର୍ଗର ପରୀକ୍ଷା ଫଳ ପ୍ରକାଶ ପାଇଛି। ବିଭିନ୍ନ ବିଭାଗରେ ୯୩୭ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ମୌଲବୀ, ଆଲିମ୍‌ ପ୍ରି ଡିଗ୍ରୀ, ଆଲିମ୍‌, ଫଜିଲ୍‌-ଇ-ହଡିଥ୍‌ ଓ ଫଜିଲ୍‌-ଇ-ଉର୍ଦ୍ଦୁରେ ମୋଟ ପାସ୍‌ ହାର ୫୫ % ରହିଛି। ମାଦ୍ରାସା ବିଭିନ୍ନ ବିଭାଗରେ ମୋଟ ୧୨୩୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୩୭ଜଣ କୃତକାର୍ଯ୍ୟ ହୋଇଛନ୍ତି। ମୌଲବୀ ବା ଦଶମ ଶ୍ରେଣୀରେ ୫୨୪ ପିଲାଙ୍କ ମଧ୍ୟରୁ ୩୧୦ ଜଣ ପାସ୍‌ କରିଛନ୍ତି। ସେହିପରି ମାହିର ବା ଯୁକ୍ତ ୨ରେ ୨୯୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨୯ଜଣ କୃତକାର୍ଯ୍ୟ ହୋଇଛନ୍ତି। ଆଲିମ ପ୍ରି ଡିଗ୍ରୀ ବା ଯୁକ୍ତ ୩ ପ୍ରି ଡିଗ୍ରୀରେ ୧୭୮ରୁ ୧୬୫ ଓ ଆଲିମ୍‌ ବା ଯୁକ୍ତ ୩ରେ ୧୪୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୦ ଜଣ ପାସ୍‌ କରିଛନ୍ତି। ସେହିପରି ଫଜିଲ-ଇ-ହଡିଥ୍‌ରେ ୩୨ରୁ ୩୦ ଏବଂ ଫିଜିଲ-ଇ-ଉର୍ଦ୍ଦୁରେ ୬୪ ଜଣ ପିଲାଙ୍କ ମଧ୍ୟରୁ ୬୦ଜଣ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri