ମଦ୍ୟପାନ କରି ଗାଡ଼ି ଚଳାଇ ୩ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ାର ଏମ୍‌ଆଇ ଡିଭିଜନ କାର୍ଯ୍ୟାଳୟ ନିକଟରେ ଟ୍ରାଫିକ ପୋଲିସ ଇନ୍ସପେକ୍ଟର ଇନ୍‌ଚାର୍ଜ ପି.ରାବଣାଙ୍କ ନେତୃତ୍ୱରେ ବୁଧବାର ରାତିରେ ଏକ ପୋଲିସ ଟିମ୍‌ ଯାଞ୍ଚ କରୁଥିଲା। ଏହି ସମୟରେ ମଦ୍ୟପାନ କରି ଗାଡ଼ି ଚଲାଉଥିବା ୩ ଜଣଙ୍କୁ ଏହି ଟିମ୍‌ ଗିରଫ କରିଛି। ସେମାନେ ହେଲେ ଶଙ୍କର ମାଝି (୪୦), ପି .ରାବଣା (୪୦), ଏ ରାଜୁ (୩୩) ଧାରା ୧୯୪ ଡି ୧୯୬/୧୮୫ ଏମ୍‌ଭି ଆକ୍ଟରେ ଏମାନଙ୍କୁ ଗିରଫ କରାଯାଇ ଥିବାବେଳେ ଗୁରୁବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri