ମଦ ଛଡ଼ାଇ ଆଣି ପୋଡ଼ିଲେ ଉତ୍ତ୍ୟକ୍ତ ମହିଳା

ହାତୀଓଟ,୪ା୧୧: ପୋଲସରା ବ୍ଲକ ମନ୍ଦାର ଗ୍ରାମପଞ୍ଚାୟତର ମାଳତିବାଡ଼ିରେ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ଗତ ଗୁରୁବାର ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କହିଥିଲେ। କିନ୍ତୁ ମଦ ବିକ୍ରେତା ୩ ଦିନ ହେଲା ବିକ୍ରି ବନ୍ଦ କରି ନ ଥିଲେ। ଫଳରେ ରବିବାର ସନ୍ଧ୍ୟା ୭ଟାରେ ସ୍ବୟଂ ସହାୟିକା ଗୋଷ୍ଠୀର ସଭ୍ୟାମାନେ ଏକତ୍ରିତ ହୋଇ ବିକ୍ରେତାଙ୍କ ଘରୁ ମଦ ଛଡ଼ାଇ ଆଣି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ କେତେଜଣ ଦୁର୍ବୃତ୍ତ ଆନ୍ଦୋଳନକାରୀ ମହିଳାଙ୍କୁ ମାଡ଼ ମାରିବା ସହ ଖରାପ ପ୍ରଦର୍ଶନ ବ୍ୟବହାର କରିଥିବା ସେମାନେ ପୋଲସରା ଥାନା ଅଭିଯୋଗ କରିଛନ୍ତି। ଖବର ପାଇ ଏଏସ୍‌ଆଇ ବାବୁଲାଲ ରାଉଳଙ୍କ ସହ ଏଏସ୍‌ଆଇ ମାଝି ଘଟଣାସ୍ଥଳରେ ପହଞ୍ଚତ୍ ଉଭୟ ପକ୍ଷଙ୍କୁ ବୁଝାଶୁଝା କରିବାରୁ ପରିସ୍ଥିତି ଶାନ୍ତ ପଡ଼ିଛି। ମହିଳାମାନଙ୍କୁ ଖରାପ ବ୍ୟବହାର କରିଥିବା ବ୍ୟକ୍ତିମାନଙ୍କୁ ସୋମବାର ଥାନାକୁ ଆସିବା ପାଇଁ ଏଏସ୍‌ଆଇ ରାଉଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri