ମଦ ଜବତ କଲେ ଖଇରା ତହସିଲଦାର

ଖଇରା, ୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଅଞ୍ଚଳରେ ଲକ୍‌ଡାଉନ କଟକଣା ଯେତେ ବଢୁଛି ସମାନ୍ତରାଳ ଭାବେ ମଦ ବିକ୍ରି ମଧ୍ୟ ସେହିଭଳି ଭାବେ ବଢି ଚାଲିଛି। ମଙ୍ଗଳବାର ସନ୍ଧ୍ୟାରେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ଗଣ୍ଡିବେଡ ମାଛ ହାଟ ହାଟରେ ମଦ ବିକ୍ରି ହେଉଥିବା ଖବରପାଇ ସଦଳବଳ ସହ ସେଠାରେ ପହଞ୍ଚିଥିଲେ। ତହସିଲଦାର ପହଞ୍ଚିବା ପୂର୍ବରୁ ମଦବିକ୍ରେତାମାନେ କୌଣସି ସୂତ୍ରରୁ ଖବର ପାଇ ମଦ ଛାଡି ଖସି ପଳାଇଯିବାକୁ ସମର୍ଥ ହୋଇଥିଲେ ା ତହସିଲଦାର ୧୦ଲିଟର ମଦ ଜବତ କରି ଖଇରା ଥାନାକୁ ହସ୍ତାନ୍ତର କରିଛନ୍ତି ା ୪ଦିନ ପୂର୍ବରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ କଇଥଗଡିଆ ପାତ୍ର ଖୁଣ୍ଟାରୁ ୨୮ଲିଟର ଦେଶୀମଦ ଜବତ କରିଥିଲେ। ମଦବିକ୍ରୀ ଉପରେ ଅଙ୍କୁଶ ଲଗାଇବାକୁ ଖଇରାବାସୀଙ୍କ ତରଫରୁ ଏସ୍‌ପିଙ୍କ ନିକଟରେ ଦାବି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri