ମଦ ଦୋକାନକୁ ସିଲ୍‌ କଲା ଅବକାରୀ ବିଭାଗ

ଉଦଳା,୧।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସମୟରେ ମଦ ଦୋକାନ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସିଲ୍‌ ଭାଙ୍ଗି ଚୋରା ମଦ କାରବାର ଚାଲିଥିଲା। ଅବକାରୀ ବିଭାଗ ଚଢାଉ କରି ଏହି ମଦ ଦୋକାନକୁ ପୁଣି ସିଲ୍‌ କରି ଦେଇଥିବା ଜଣାପଡ଼ିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ମଠସାହି ଛକ ନିକଟରେ ା ସୂଚନା ଅନୁଯାୟୀ, ଉଦଳା-କପ୍ତିପଦା ରାସ୍ତାର ମଠସାହି ଛକ ନିକଟରେ ଥିବା ମଦ ଦୋକାନକୁ ଲକ୍‌ ଡାଉନ ଆରମ୍ଭ ସମୟରେ ଅବକାରୀ ବିଭାଗ ସିଲ୍‌ କରିଥିଲା ା ହେଲେ ଉକ୍ତ ସିଲ୍‌କୁ ଭାଙ୍ଗି ଦୋକାନୀ ଜଣକ ଚୋରା ମଦ କାରବାର କରୁଥିଲେ। ବିଶେଷସୂତ୍ରରୁ ଖବର ପାଇ ଉଦଳା ଅବକାରୀ ବିଭାଗ ଚଢାଉ କରି ଉକ୍ତ ଦୋକାନକୁ ଦ୍ୱିତୀୟ ଥର ପାଇଁ ସିଲ୍‌ କରିଛି। ଏହି ସମୟରେ କାରବାର ହେଉଥିବା ବିପୁଳ ପରିମାଣର ବିଦେଶୀ ମଦକୁ ଅବକାରୀ ବିଭାଗ ଜବତ କରିଥିବା ବେଳେ ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ଘଟଣାସ୍ଥଳରୁ ଖସି ପଳାଇ ଯାଇଥିବା ଅବକାରୀ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?