ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦାବିନେଇ ସୋମବାର ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହିଳାମାନେ ପୁରୁଷୋତ୍ତମପୁର-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଫଳରେ ୨ ଘଣ୍ଟା ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇପଡିଥିଲା। ଖବରପାଇ କବିସୂର୍ଯ୍ୟନଗର ଥାନା ଅଧିକାରୀ ପ୍ରଭାତ ସାହୁ, ଏସଆଇ ସ୍ନେହାମଞ୍ଜରି ସାହୁ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିଲେ। ଉକ୍ତ ସରକାରୀ ମଦ ଦୋକାନ ସମ୍ପର୍କରେ ଜିଲାପାଳଙ୍କୁ ଜଣାଇ ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri