କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ପାଉ ଦେହୁରୀ । ରବିବାର ସାରେ ଏହି ଘଟଣା ଘଟିିଛି। ଖବର ପାଇ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଥିବା ପୋଲିସ ସହିତ ଯୋଗଯୋଗ ହୋଇପାରି ନ ଥିବାରୁ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ ବୋଲି ଏସ୍ଡିପିଓ ପି.ଜେ. ଟପୋ କହିଛନ୍ତି। ଅଭିଯୁକ୍ତ କକା କାନ୍ଦୁରୁ ଦେହୁରୀଙ୍କୁ ପୋଲିସ ଗିରଫ ତନାଘନା ଚଳାଇଛି। ମଦ ନିଶାରେ କାନ୍ଦୁରୁ ଏପରି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି।
ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…
ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ
ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…
CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ
ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…
ପିକ୍ଅପ ଧକ୍କାରେ ସାଇକେଲ ଆରୋହୀ ମୃତ: ମୃତଦେହ ଜବତ
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…
ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା
ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…
କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ
ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…
CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ
ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ
ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…
Archives

