ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ ରୁହନ୍ତି। ଶୁକ୍ରବାର ଶଙ୍କର୍ଷଣ ମା’ ରୁକ୍ମଣୀ ନାୟକ(୭୫)ଙ୍କୁ ମଦ ପିଇବା ପାଇଁ ୧୦୦ ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ସେ ରୁକ୍ମଣୀ ଏବଂ ଭଉଣୀ ବୀଣାପାଣି ପରିଡାଙ୍କୁ କଟୁରିରେ ହାଣିଥିଲେ। ସ୍ଥାନୀୟ ଲୋକେ ରୁକ୍ମଣୀ ଓ ବୀଣାପାଣିଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri