ମଦ ପିଇ ରାସ୍ତାରେ ଗଡ଼ିବା ଘଟଣା: ନିଲମ୍ବିତ ହେଲେ ଶିକ୍ଷକ

ବୁଗୁଡ଼ା,୧୩୯(ଡି.ଏନ.ଏ.): ବୁଗୁଡ଼ା ପିପୁଲ୍ସ ହାଇସ୍କୁଲର ସହକାରୀ ଶିକ୍ଷକ କୀର୍ତ୍ତିଚନ୍ଦ୍ର ଭୋଇ ବୁଧବାର ନିଶାସକ୍ତ ଅବସ୍ଥାରେ ରାସ୍ତାରେ ଗଡିବା ଅଭିଯୋଗରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା ଗୁରୁବାର ତାଙ୍କୁ ନିଲମ୍ବିତ କରିଛନ୍ତି। ଏନେଇ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଅଫିସ ଅର୍ଡର ନଂ.୧୩୦୬୨ରେ ନିର୍ଦ୍ଦେଶନାମା ବିଇଓ ଓ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନିକଟକୁ ଆସିଛି। ଶିକ୍ଷକ ଭୋଇ ସ୍କୁଲକୁ ଯାଇ ଅପରାହ୍ନରେ ଫେରିଥିଲେ। ପରେ ମଦ୍ୟପାନ କରି ରାସ୍ତାରେ ଗଡ଼ୁଥିବା ଦେଖାଯାଇଥିଲା। ଏନେଇ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଗୁରୁବାର ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ଜିଲା ଶିକ୍ଷାଧିକାରୀଙ୍କ ଦୃଷ୍ଟିକୁ ଆସିଥିଲା । ତେଣୁ ସେ ଏହି ଘଟଣାର ତଦନ୍ତ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ବୁଗୁଡ଼ା ବିଇଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଇଓ ଗୁରୁବାର ପ୍ରଧାନ ଶିକ୍ଷକ ଓ ପରିଚାଳନା କମିଟି ସଭାପତିଙ୍କ ସହ କଥାବାର୍ତ୍ତା ହୋଇ ସ୍କୁଲକୁ ତଦନ୍ତ ପାଇଁ ଯାଇଥିଲେ। ଶିକ୍ଷକ ଭୋଇ ପୂର୍ବରୁ ମଧ୍ୟ ଶ୍ରେଣୀରେ ମଦ୍ୟପାନ କରି ପାଟିତୁଣ୍ଡ କରିବା ଘଟଣା ମଧ୍ୟ ଜାଣିବାକୁ ପାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri