ମଦ ସହ ସ୍କୁଟି ଜବତ, ୩ ଗିରଫ

ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି ବିଦେଶୀ ମଦ ବୋତଲ ନେଇ ଲୁହାମୁଣ୍ଡା ଢାବାକୁ ଯାଉଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ସେହିପରି ଲୁହାମୁଣ୍ଡା ଗ୍ରାମରେ ଚଢାଉ କରି ବେକୁ ସେଠୀଙ୍କ ଘରୁ ୨୨ଟି ପାଉଚ ମଦ ଜବତ କରାଯାଇଛି। ସେହିପରି ଚାକୁଣ୍ଡାମୁଣ୍ଡା ଗ୍ରାମର ନିତ୍ୟାନନ୍ଦ ବେହେରାଙ୍କ ଘରୁ ୨୫ଟି ପାଉଚ ମଦ ଜବତ କରାଯାଇଛି। ଏଥିସହ ସେମାନଙ୍କୁ ଗିରଫ କରାଯାଇଛି। ଏମାନେ ଚୋରା ମଦ ବିକ୍ରି କରୁଥିବା ଖବରପାଇ ହଣ୍ଡପା ଆଇଆଇସି ଲବ ବୋଡ଼ା, ଏଏସଆଇ କୁନି ବାରିକ, ଫାଣ୍ଡି ଅଧିକାରୀ ଆର ବିଶ୍ୱାଳ ପ୍ରମୁଖ ଚଢାଉ କରିଥିଲେ। ଏ ନେଇ ନଂ. ୧୧୮/୧୯, ୧୧୯/୧୯, ୧୨୦/୧୯ରେ ୩ଟି ମାମଲା ରୁଜୁ କରାଯାଇ ସେମାନଙ୍କୁ ଆଠମଲ୍ଲିକ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri