ମଧୁମେହରୁ ମୁକ୍ତିଦିଏ ବେସନ ରୁଟି

ଆଜିକାଲି ମଧୁମେହ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟାରେ ପରିଗଣିତ ହେଲାଣି। ବ୍ୟସ୍ତବହୁଳ ଜୀବନଶୈଳୀ ଓ ଖାଦ୍ୟପେୟରେ ପରିବର୍ତ୍ତନ ଏହାର ପ୍ରମୁଖ କାରଣ। ତେବେ ଏହି ରୋଗୀଙ୍କୁ ଖାଦ୍ୟପେୟଜନିତ କଟକଣା କରାଯାଇଥାଏ। ମାତ୍ର ଏପରି କିଛି ଖାଦ୍ୟ ରହିଛି ଯେଉଁଥିରେ ପୋଷକତତ୍ତ୍ୱ ଭରି ରହିଥାଏ। ଏହା ରକ୍ତରେ ଶର୍କରା ମାତ୍ରାକୁ କମ୍‌ କରିଥାଏ। ତେବେ ବେସନ ରୁଟି ଖାଇବା ଦ୍ୱାରା ମଧୁମେହ ଆଶଙ୍କା ଅନେକ ପରିମାଣରେ କମ୍‌ ହୋଇଥାଏ।

ପ୍ରସ୍ତୁତି ପ୍ରଣାଳୀ:

ଏକ କପ୍‌ ଅଟାରେ ଏକ କପ୍‌ ବେସନ ମିଶାନ୍ତୁ। ଏହାକୁ ଚକଟି ଯେପରି ରୁଟି କରନ୍ତି ସେପରି କରନ୍ତୁ।

ଉପକାରିତା:
ବେସନ ରୁଟି ମଧୁମେହ ରୋଗୀଙ୍କ ପାଇଁ ଉପକାରୀ। ଏହା ସ୍ବାଦିଷ୍ଟ ହେବା ସହ ସୁଗାର ମାତ୍ରା କମ୍‌ କରିଥାଏ ।

ଗ୍ଲାଇସ୍‌ମିକ ଇଣ୍ଡେକ୍ସ ବେସନ ରୁଟିରେ ୭୦ ଥିବା ବେଳେ ଅଟାରେ ୧୦୦ ରହିଥାଏ। ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri