ମଧୁମେହରୁ ମୁକ୍ତି ଦିଏ ମେଥିପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଏହା ଲାଭକାରୀ। ଏହା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ କରିବା ସହ ମଧୁମେହରୁ ମୁକ୍ତି ପାଇଁ ଏହାର ପାଣିକୁ ମଧ୍ୟ ବ୍ୟବହାର କରାଯାଏ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ପ୍ରତିବର୍ଷ ମଧୁମେହ କାରଣରୁ ପ୍ରାୟ ୧.୬ ନିୟୁତ ଲୋକଙ୍କ ମୃତ୍ୟୁ ଘଟିଥାଏ।

ଏହାର ଚିକିତ୍ସା କରା ନ ଗଲେ ହାର୍ଟ, ଆଖି ଏବଂ କିଡ୍‌ନୀ ଉପରେ ପ୍ରଭାବ ପଡ଼ିଥାଏ। ତେବେ ମେଥିରେ ଏପରି କିଛି ଉପାଦାନ ଅଛି ଯାହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିଥାଏ।

କିପରି ପ୍ରସ୍ତୁତ କରିବେ ମେଥି ପାଣି

– ରାତିରେ ୨ ଚାମଚ ମେଥିକୁ ପାଣିରେ ପକାଇ ଦିଅନ୍ତୁ। ସକାଳେ ପାଣିକୁ ଛାଣି ମେଥିକୁ ଅଲଗା କରି ଦିଅନ୍ତୁ। ମଧୁମେହ ରୋଗୀ ସକାଳୁ ଏହାକୁ ପିଇବା ଫଳରେ ଅନେକ ମଧୁମେହ ଆଶଙ୍କା ଦୂର ହୋଇଥାଏ।

– ଶରୀରର ରକ୍ତରେ ଶର୍କରା ସ୍ତରକୁ ନିୟନ୍ତ୍ରଣ କରିବାରେ ମେଥିପାଣି ବେଶ ସହାୟକ ହୋଇଥାଏ। ଏହାକୁ ନିୟମିତ ସେବନ କଲେ ମଧୁମେହ ଆଶଙ୍କା ଦୂର ହୁଏ। ଏଥିରେ ଗାଲାକ୍ଟୋମେନନ୍‌ ନାମକ ଏକ ଫାଇବର ଥାଏ ଯାହା ରକ୍ତରେ ଶର୍କରା କମ୍‌ କରିଥାଏ।

– ପେଟ ଯନ୍ତ୍ରଣାରୁ ମୁକ୍ତି ପାଇବା ଲାଗି ମେଥି ଅତ୍ୟନ୍ତ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?