ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଲବଙ୍ଗ

ସାଧାରଣତଃ ଲବଙ୍ଗକୁ ମସଲାଭାବେ ବ୍ୟବହାର କରାଯାଇଥାଏ। ହେଲେ ଏହାର ଅନ୍ୟ ଔଷଧୀୟ ଗୁଣ ମଧ୍ୟ ରହିଛି। ଲବଙ୍ଗରେ ମ୍ୟାଗ୍ନେସିୟମ, ଭିଟାମିନ-ସି, ଭିଟାମିନ-କେ ଏବଂ ଭିଟାମିନ-ଇ ଆଦି ଉପକାରୀ ତତ୍ତ୍ବ ରହିଥାଏ। ଲବଙ୍ଗକୁ ଦାନ୍ତ ବିନ୍ଧା, ପେଟ ଫୁଲିବା, କାଶ, ଓଜନ କମାଇବା ଓ ହଜମ ପାଇଁ ବ୍ୟବହାର କରାଯାଏ। ଲବଙ୍ଗରୁ ପ୍ରସ୍ତୁତ ଚା’ ମଧୁମେହ ଠାରୁ ଦୂରେଇ ରଖିଥାଏ। ଏହା କୋଲେଷ୍ଟ୍ରଲ ସ୍ତର କମାଇ ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଯକୃତ ରୋଗରୁ ଉପଶମ ପାଇଁ ଲବଙ୍ଗ ବେଶ ଉପକାରୀ। ଲବଙ୍ଗ ତେଲ ଲଗାଇବା ଦ୍ୱାରା ଦାନ୍ତବିନ୍ଧା ଦୂର ହୋଇଥାଏ । ଲବଙ୍ଗ ବ୍ଲଡ ସୁଗାରକୁ ନିୟନ୍ତ୍ରଣ କରିଥାଏ, ତେଣୁ ମଧୁମେହ ପାଇଁ ମଧ୍ୟ ଖୁବ ଉପକାରୀ। ଋତୁ ପରିବର୍ତ୍ତନ ସମୟରେ ସାଧାରଣତଃ ଲୋକମାନଙ୍କୁ ଜ୍ବର ବା ଥଣ୍ଡା ହୋଇଥାଏ। ଏହି ସମୟରେ ଲବଙ୍ଗ ସେବନ କରିବା ଦ୍ବାରା ଥଣ୍ଡାରୁ ମୁକ୍ତି ମିଳିବା ସହ ଗଳାରେ ହେଉଥିବା ଯନ୍ତ୍ରଣା ମଧ୍ୟ ଦୂର ହୋଇଥାଏ। ଗ୍ୟାସ ପାଇଁ ସବୁଠାରୁ ଲାଭକାରୀ ହେଉଛି ଲବଙ୍ଗ। ଗ୍ୟାସ ଏବଂ କବଜରୁ ମୁକ୍ତି ପାଇବା ପାର୍ଇ ପ୍ରତ୍ୟେକ ଦିନ ସକାଳୁ ଖାଲି ପେଟରେ ଗୋଟେ ଗିଲାସ ପାଣିରେ କିଛି ବୁନ୍ଦା ଲବଙ୍ଗ ତେଲ ପକାଇ ସେବନ କରିବା ଦ୍ବାରା ଏହି ସମସ୍ୟାରୁ ରକ୍ଷା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri