ମଧୁମେହ ସହ ଏସବୁ ରୋଗ ଲାଗି ଉପକାରୀ ଛତୁ

ଛତୁରେ ପ୍ରଚୁର ପରିମାଣରେ ପ୍ରୋଟିନ ଫାଇବର ରହିଥାଏ। ଏହାସହ ଭିଟାମିନ-ବି ମହଜୁଦ ରହିଥାଏ। ଏହା ଶରୀରରେ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣ କରିବା ସହ ଓଜନ ମଧ୍ୟ କମ୍‌ କରିଥାଏ। ତେବେ ସବୁ ପ୍ରକାର ଛତୁ ଖିଆଯାଇ ନ ଥାଏ। କାରଣ ଏଥିରୁ କିଛି ବିଷ ମଧ୍ୟ ହୋଇଥାଏ। ଉଚ୍ଚ ରକ୍ତଚାପରେ ଆକ୍ରାନ୍ତ ଲୋକଙ୍କ ଲାଗି ଏହା ବରଦାନ ସଦୃଶ। ଏହାସହ ହୃଦ୍‌ଘାତ ଲାଗି ମଧ୍ୟ ଲାଭକାରୀ ହୋଇଥାଏ। ତେବେ ଜାଣନ୍ତୁ ଛତୁର କେତେକ ଉପକାରୀ ଗୁଣ ସମ୍ପର୍କରେ…

ଛତୁରେ ଆଣ୍ଟି କ୍ୟାନ୍‌ସର ଗୁଣ ରହିଥାଏ। ତେଣୁ ଏହାକୁ ଖାଇବା ଫଳରେ କ୍ୟାନ୍‌ସର ଆଶଙ୍କା କମ୍‌ ହୋଇଥାଏ।

ଏଥିରେ କମ୍‌ ପରିମାଣର କ୍ୟାଲୋରି ରହିଥିବାରୁ ଓଜନ କମ୍‌ ହୋଇଥାଏ। ଏହାକୁ ଖାଇବାର ଅନେକ ସମୟ ପର୍ଯ୍ୟନ୍ତ ଭୋକ ଲାଗି ନ ଥାଏ।

ଏହା ହୃଦ୍‌ଘାତ ସହିତ ହାଡ଼ ଲାଗି ମଧ୍ୟ ଉପକାରୀ ହୋଇଥାଏ ।

ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଛତୁ ଉପକାରୀ ହୋଇଥାଏ । ଏଥିରେ କମ୍‌ ପରିମାଣର କାର୍ବୋହାଇଡ୍ରେଟ୍‌ ଥିବାରୁ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri