ମଧ୍ୟାହ୍ନଭୋଜନ ସଂକ୍ରାନ୍ତରେ ସପ୍ତାହ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ଯେପରି ସଂକ୍ରମଣ ନ ହେବ ପ୍ରତିକାର ସ୍ବରୂପ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲଗୁଡିକୁ ବନ୍ଦ ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁ ନାହିଁ। ବନ୍ଦ ହୋଇଥିବା ସ୍କୁଲଗୁଡିକର ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ଯୋଗାଇ ଦେବାକୁ ରାଜ୍ୟ ସରକାର କି ବ୍ୟବସ୍ଥା କରିଛନ୍ତି, ସେ ନେଇ ଆସନ୍ତା ସପ୍ତାହକ ମଧ୍ୟରେ ଜଣାଇବାକୁ ସୁପ୍ରିମକୋର୍ଟ ଓଡ଼ିଶା ସମେତ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କୁ ନେଇ ଗଠିତ ଖଣ୍ଡପୀଠ ନିଜଆଡୁ ପିଲାମାନଙ୍କ ମଧ୍ୟାହ୍ନଭୋଜନ ମାମଲା ଉପରେ ବିଚାର କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ମାମଲା ଲଢୁଥିବା ଆଇନଜୀବୀ ଶିବଶଙ୍କର ମିଶ୍ର ସୁପ୍ରିମକୋର୍ଟଙ୍କ ନୋଟିସ ଗ୍ରହଣ କରିବା ସହ ଆସନ୍ତା ସପ୍ତାହରେ ଏ ନେଇ ଜବାବ ଦାଖଲ କରିବେ ବୋଲି ଜଣାପଡିଛି। ଏହି ରୋଗ ଯେପରି ନ ବ୍ୟାପିବ ସେ ନେଇ ରାଜ୍ୟ ସରକାର ସମସ୍ତ ସ୍କୁଲକୁ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ ଘୋଷଣା କରିଛନ୍ତି। କେରଳ ସରକାର ମଧ୍ୟାହ୍ନଭୋଜନ ପିଲାମାନଙ୍କ ଘରେ ଦେବାର ବ୍ୟବସ୍ଥା କରିଛନ୍ତି। ଗରିବ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଜରିଆରେ ପୁଷ୍ଟିକର ଖାଦ୍ୟ ଦିଆଯାଉଛି। ସ୍କୁଲ ବନ୍ଦ ସତ୍ତ୍ୱେ ମଧ୍ୟାହ୍ନ ଭୋଜନ ଘରେ ଯୋଗାଇ ଦିଆଯିବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri