ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର

ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର ନଖାଇ ଘରକୁ ଫେରିଛନ୍ତି। ଗ୍ରାମବାସୀ ଏବଂ ଅବିଭାବକ ପହଞ୍ଚତ୍ ହୋହଲ୍ଲା କରିବା ପରେ ଉତ୍ତେଜନା ଦେଖାଦେଇଥିଲା । କେନ୍ଦ୍ରୀୟ ରୋଷେଇ ଶାଳରୁ ମଧ୍ୟାହ୍ନ ଭୋଜନ ଖାଦ୍ୟ ପ୍ରସ୍ତୁତ କରାଯାଇ ଯୋଗାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି । ଏଥିସହିତ ଆସନ୍ତା ସୋମବାରଠାରୁ ଗାଡି ଯୋଗେ ଆସୁଥିବା ଖାଦ୍ୟକୁ ଗ୍ରାମ ଭିତରକୁ ପ୍ରବେଶ କରାଇ ଦିଆଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଖବରପାଇ ସିଆରସିସି ଜ୍ଞାନେନ୍ଦ୍ର ପରିଡା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ବିଇଓଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri