Categories: ଜାତୀୟ

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ ଥିବା ଜଣାପଡିଛି। ଜ୍ୟୋତିରାଦିତ୍ୟ ଗୁନା ଆସନରୁ ନିର୍ବାଚନ ଲଢୁଥିଲେ।

Share