Posted inଖେଳ

ମନଦୀପ ସିଂଙ୍କ ୧୫୦ତମ ମ୍ୟାଚ

ଆଣ୍ଟ୍ବେର୍ପ(ବେଲଜିୟମ), ୨।୧୦-ମଙ୍ଗଳବାର ବେଲଜିୟମ ବିପକ୍ଷରେ କ୍ୟାରିୟରର ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ ମନଦୀପ ସିଂ। ମ୍ୟାଚ ପୂର୍ବରୁ କୋଚ୍‌ ଗ୍ରାହାମ ରିଡ୍‌ ତାଙ୍କୁ ୧୫୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ପଞ୍ଜାବ ଜଳନ୍ଧରର ମନଦୀପ ୨୦୧୩ରେ ନୂଆଦିଲ୍ଲୀଠାରେ ହକି ଓ୍ବାଲର୍‌ଡ ଲିଗ୍‌ ରାଉଣ୍ଡ-୨ ଅବସରରେ ଜାତୀୟ ସିନିୟର ଦଳ ପକ୍ଷରୁ ପଦାର୍ପଣ କରିଥିଲେ। ହକି ଇଣ୍ଡିଆ ଲିଗ୍‌ର ପ୍ରଥମ ସଂସ୍କରଣରେ ଚମତ୍କାର ପ୍ରଦର୍ଶନ ଯୋଗୁ ସେ ଭାରତୀୟ ହକି ଦଳର ଫରଓ୍ବାର୍ଡ ଲାଇନ୍‌ରେ ସ୍ଥାନ ପାଇଥିଲେ। ୨୪ ବର୍ଷୀୟ ମନଦୀପ ୨୦୧୬ରେ ଲଣ୍ଡନରେ ଅନୁଷ୍ଠିତ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ, ୨୦୧୮ରେ ବ୍ରେଡାଠାରେ ଅନୁଷ୍ଠିତ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ, ସେହିବର୍ଷ ଏସିଆନ ଗେମ୍ସରେ ବ୍ରୋଞ୍ଜ ବିଜୟୀ ଭାରତୀୟ ଦଳର ସଦସ୍ୟ ଥିଲେ। ୨୦୧୬ରେ ଜୁନିୟର ହକି ବିଶ୍ୱକପ ବିଜୟୀ ଭାରତୀୟ ଦଳର ସେ ଜଣେ ପ୍ରମୁଖ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri