ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର ଦ୍ୱିତୀୟ ଦିବସ। ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ଜାରି ରହିବ ଓ ଜନସାଧାରଣ ତଥା ବିଦ୍ୟୁତ ଉପଭୋକ୍ତାମାନଙ୍କ କୌଣସି ଅସୁବିଧା ନ ହେବା ସକାଶେ ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ବିଦ୍ୟୁତ ସେବା ବଜାୟ ରଖିବା ପାଇଁ ସଂଘ ତରଫରୁ ଆହ୍ବାନ ଦିଆଯାଇଛି। ଜନସାଧାରଣଙ୍କ ହିତ ପାଇଁ ଆମର ବିକ୍ଷୋଭ ପ୍ରଦର୍ଶନକୁ ମାତ୍ର ଅଧଘଣ୍ଟା ପାଇଁ ସୀମିତ ରଖାଯାଇଛି । ଯେପରି ଜନସାଧାରଣଙ୍କ କୌଣସି ଅସୁବିଧା ନ ହୁଏ ଓ ସେବା ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେଣୁ ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ସଂଘ ତରଫରୁ ଅନୁରୋଧ କରାଯାଇଛି । ନିୟମିତ ଲାଇନମ୍ୟାନଙ୍କ ତତ୍ତ୍ୱାବଧାନରେ ବିଏ , ରେଏକ୍ସା କର୍ମଚାରୀରେ ଏହି ଆନ୍ଦୋଳନ କରୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

କାଲି ବାହାରିବ ଭାଗ୍ୟଫଳ; ଆଜି ଦିଦିଙ୍କ ଆସନରେ ପୁଣି ହଙ୍ଗାମା, ଷ୍ଟ୍ରଙ୍ଗ ରୁମ ପାଖକୁ….

କୋଲକାତା,୩ା୫: ପଶ୍ଚିମବଙ୍ଗରେ ଭୋଟ ଗଣନା ପାଇଁ ୨୪ ଘଣ୍ଟାରୁ କମ୍ ସମୟ ବାକି ଥିବାବେଳେ, ରାଜ୍ୟରେ ପୁଣି ଥରେ ଅଶାନ୍ତି ଦେଖାଦେଇଛି । ଏଥର ମମତା ବାନାର୍ଜୀଙ୍କ…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ…

ସାନ ଭାଇକୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ମର୍ମାହତ ହୋଇ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ବଡ଼ ଭାଇ

ଜୟପୁର,୩ା୫: ରାଜସ୍ଥାନର ବାଲୋତରା ଜିଲାରେ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କୁ ଅପହରଣ କରି ପିଟି ପିଟି ହତ୍ୟା କରିଛନ୍ତି । ପ୍ରମାଣ ନଷ୍ଟ କରିବା ପାଇଁ ତାଙ୍କ ମୃତଦେହକୁ…

ବଡ଼ ଦୁଃଖଦ ଘଟଣା, ମୁଣ୍ଡନ ସମାରୋହରେ ଗଙ୍ଗାରେ ବୁଡ଼ିଗଲେ ୬

ଲକ୍ଷ୍ନୌ,୩ା୫: ରବିବାର ଦିନ ଉତ୍ତର ପ୍ରଦେଶର ବାଲିଆ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି । ମୁଣ୍ଡନ ପରେ  ଗଙ୍ଗା ନଦୀରେ ଗାଧୋଇବା ସମୟରେ…

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri