Posted inଜାତୀୟ

ମନମୋହନ ସିଂଙ୍କ କାର୍ଯ୍ୟକାଳ ସରିଲା: ରାଜ୍ୟ ସଭା ଅଧ୍ୟକ୍ଷ କହିଲେ, ଆମେ ଆପଣଙ୍କୁ ମିସ୍‌ କରିବୁ

ନୂଆଦିଲ୍ଲୀ, ୨୧।୬: ୟୁପିଏ ସରକାରରେ ଦୁଇଦୁଇଥର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ସମାପ୍ତ ହୋଇଛି। ଶୁକ୍ରବାର ରାଜ୍ୟ ସଭା ଆରମ୍ଭ ହେବା ପରେ ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ମନମୋହନଙ୍କ ପ୍ରଶଂସା କରି ସଂସଦରେ ଯୋଗଦାନ ପାଇଁ ଧନ୍ୟବାଦ ଦେଇଥିଲେ। ଏହାସହ ଆପଣଙ୍କ ଭଳି ନେତାଙ୍କୁ ଆମେ ଗୃହରେ ମିସ୍‌ କରିବୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମନମୋହନଙ୍କ କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ୨୦୧୩ ମସିହା ଜୁନ ୧୫ ତାରିଖରେ ସେ ଆସାମରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଆସାମରୁ ସେ ଲଗାତର ପାଞ୍ଚଥର ରାଜ୍ୟ ସଭାକୁ ମନୋନୀତ ହୋଇଥିଲେ। ଆଗକୁ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନରେ ମନମୋହନଙ୍କୁ ଦଳର ସଂଖ୍ୟାଗରିଷ୍ଠତା ଥିବା ରାଜ୍ୟରୁ ପ୍ରାର୍ଥୀ କରାଯିବ ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri