Posted inଜାତୀୟ

ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ, ୧୯୩୨ ସେପ୍ଟେମ୍ବର ୨୬ରେ ପଞ୍ଜାବର ଏକ ଗଁାରେ ମନମୋହନ ସିଂହ ଜନ୍ମଗ୍ରହଣ କରିଥିଲେ। ୨୦୦୪ରେ ସେ ପ୍ରଥମ ଥର ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଏବେ ରାଜସ୍ଥାନରୁ ରାଜ୍ୟସଭାର ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲା ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri