Posted inଜାତୀୟ

ମନୀଷ ସିସୋଡିଆଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କୁ କୋର୍ଟରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାଉସ ଆଭେନ୍ୟୁ କୋର୍ଟ ତାଙ୍କ ହେପାଜତ ସମୟ ବଢାଇ ଦେଇଛନ୍ତି। ତାଙ୍କୁ ଜାନୁୟାରୀ ୧୯, ୨୦୨୪ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବାକୁ ପଡିବ।
ସିବିଆଇ ମୁଖ୍ୟାଳୟରେ ଡକ୍ୟୁମେଣ୍ଟ ଯାଞ୍ଚ କରିବାକୁ ଅଭିଯୁକ୍ତଙ୍କ ଓକିଲଙ୍କୁ ଜାନୁଆରୀ ୧୫ ପର୍ଯ୍ୟନ୍ତ କୋର୍ଟ ସମୟ ଦେଇଛନ୍ତି। ଯାଞ୍ଚକୁ ସହଜ କରିବା ଏବଂ ଅନୁପାଳନ ରିପୋର୍ଟ ଦାଖଲ କରିବା ପାଇଁ ପର୍ଯ୍ୟାପ୍ତ ଅଧିକାରୀ ନିୟୋଜିତ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ...

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri